Tag : IND-NZ ODI

Cricket

ଆଜିଠୁ ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌, ବିଜୟରୁ ଅଭିଯାନ ଆରମ୍ଭ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

Odisha Sports Bureau
ଭୁବନେଶ୍ଵର: ଆଜିଠୁ ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ । ବଡ଼ୋଦରାର କୋଟାମ୍ବି ଷ୍ଟାଡିୟମରେ ଖେଳାଯିବ ମ୍ୟାଚ୍ । ବିଜୟରୁ ଅଭିଯାନ ଆରମ୍ଭ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ । ଗିଲ୍‌ଙ୍କ ନେତୃତ୍ବରେ ମୈଦାନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ...