ଭାରତର ବଡ଼ ଜୟ: ତୃତୀୟ ଟି-୨୦ରେ ନ୍ୟୁଜିଲ୍ୟାଣ୍ଡକୁ ୮ ୱିକେଟରେ ହରାଇଲା ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ: ତୃତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ନ୍ୟୁଜିଲ୍ୟାଣ୍ଡକୁ ୮ ୱିକେଟରେ ପରାସ୍ତ କରିଛି। ଅଭିଷେକ ଶର୍ମା ଓ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ବ୍ୟାଟିଂ ଦ୍ୱାରା ଭାରତ ସହଜ ଜୟ ହାସଲ କରିଥିଲା।...
