Cricketବିଜୟରୁ ଟି୨୦ ଅଭିଯାନ ଆରମ୍ଭ କଲା ଭାରତୀୟ ମହିଳା ଦଳOdisha Sports BureauDecember 22, 2025 by Odisha Sports BureauDecember 22, 2025029 ୨୦୨୬ ମସିହା ଜୁନ୍ ୧୨ରୁ ମହିଳା ଟି-୨୦ ବିଶ୍ବକପ୍ ଆରମ୍ଭ ହେବାକୁ ଯାଉଛି । ଭାରତ ମହିଳା ଦଳ ଓ ଶ୍ରୀଲଙ୍କା ମହିଳା ଦଳ ମଧ୍ୟ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଆରମ୍ଭ...
Cricketଚର୍ଚ୍ଚାରେ ୧୪ ବର୍ଷୀୟ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀOdisha Sports BureauDecember 2, 2025 by Odisha Sports BureauDecember 2, 2025074 ୧୪ ବର୍ଷୀୟ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ପୁଣି ଚର୍ଚ୍ଚା । ସୟଦ ମୁସ୍ତାକ ଅଲୀ ଟ୍ରଫି (SMAT)ରେ ଇତିହାସ ରଚିଛନ୍ତି ବୈଭବ । ଭାରତର ଏହି ଘରୋଇ ଟି-୨୦ ଟୁର୍ଣ୍ଣାମେଣ୍ଟରେ ବୈଭବ ତାଙ୍କ...
Cricketଜବରଦସ୍ତ ବିଜୟ ସହ ଅଷ୍ଟ୍ରେଲିଆ ମୁହଁରୁ ମ୍ୟାଚ୍ ଛଡ଼ାଇ ଆଣିଲା ଭାରତOdisha Sports BureauNovember 2, 2025 by Odisha Sports BureauNovember 2, 2025028 ଜବରଦସ୍ତ ବିଜୟ ସହ ଅଷ୍ଟ୍ରେଲିଆ ମୁହଁରୁ ମ୍ୟାଚ୍ ଛଡ଼ାଇ ଆଣିଲା ଭାରତ । ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସିରିଜର ତୃତୀୟ ଟି-୨୦ ମ୍ୟାଚ୍ ରବିବାର ହୋବାର୍ଟରେ ଖେଳାଯାଇଥିଲା । ଟିମ୍ ଇଣ୍ଡିଆ ଏହି...
Uncategorizedକିଏ ହେବ ଆଇସିସି ମହିଳା ଦିନିକିଆ ବିଶ୍ୱକପ୍ ୨୦୨୫ର ନୂତନ ଚାମ୍ପିଅନ ?Odisha Sports BureauNovember 2, 2025 by Odisha Sports BureauNovember 2, 2025043 ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା । ବିଶ୍ୱକୁ ମିଳିବ ନୂଆ ଚାମ୍ପିଅନ୍ । ମାସେ ଧରି ଚାଲିଥିବା ଟୁର୍ଣ୍ଣାମେଣ୍ଟ ଏବେ ଶେଷ ମୁହୂର୍ତ୍ତରେ ଆସି ଉପନିତ ହୋଇଥିବା ବେଳେ ବିଶ୍ୱକୁ ଆଇସିସି ମହିଳା...
Cricketସିଡନୀରେ ରୋହିତ ବିରାଟ ଙ୍କ ପାଓ୍ବାର ଶୋOdisha Sports BureauOctober 25, 2025 by Odisha Sports BureauOctober 25, 2025050 ସିଡନୀରେ ରୋହିତ ଶର୍ମାଙ୍କ ପାଓ୍ବାର ଶୋ । ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟରେ ୫୦ତମ ଓ ଦିନିକିଆରେ ୩୩ ଶତକ ହାସଲ କଲେ ରୋହିତ । ୧୦୫ ବଲରେ ଏହି ସଫଳତା ପାଇଛନ୍ତି ହିଟ୍ମ୍ୟାନ ।...
Cricket୨ ଓ୍ବିକେଟ୍ ରେ ଦ୍ୱିତୀୟ ଦିନିକିଆ ବିଜୟ ସହ ସିରିଜ୍ କବଜା କଲା ଅଷ୍ଟ୍ରେଲିଆOdisha Sports BureauOctober 23, 2025 by Odisha Sports BureauOctober 23, 2025044 ଅଷ୍ଟ୍ରେଲିଆ ବିପକ୍ଷ ୨ୟ ଦିନିକିଆରେ ପରାଜିତ ହୋଇଛି ଟିମ ଇଣ୍ଡିଆ । ଘରୋଇ ଅଷ୍ଟ୍ରେଲିଆ ଦଳ ୨ ଓ୍ବିକେଟ୍ ରେ ବିଜୟୀ ହୋଇଛି । ଦ୍ୱିତୀୟ ଦିନିକିଆ ବିଜୟ ସହିତ କଙ୍ଗାରୁ ଦଳ ତିନୋଟି...
Cricketୱେଷ୍ଟ୍ଇଣ୍ଡିଜ୍ ବିପକ୍ଷରେ ୭ ୱିକେଟ୍ରେ ବିଜୟୀ ହେଲା ଭାରତOdisha Sports BureauOctober 14, 2025 by Odisha Sports BureauOctober 14, 2025062 ନୂଆଦିଲ୍ଲୀ:- ନୂଆଦିଲ୍ଲୀ ଅରୁଣ ଜେଟଲୀ ଷ୍ଟାଡିୟମରେ ଚାଲିଥିବା ଭାରତ-ୱେଷ୍ଟଇଣ୍ଡିଜ ଦ୍ବିତୀୟ ଟେଷ୍ଟ ଜିତିଲା ଭାରତ । ୭ ୱିକେଟରେ ଭାରତ ଜିତି ୨-୦ ସିରିଜ କବଜା କରିଛି । ୱେଷ୍ଟଇଣ୍ଡିଜ ଦ୍ବିତୀୟ ଇନିଂସରେ ୩୯୦...
Cricketଏସିଆ କପ୍ର ପ୍ରଥମ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ଭେଟିବ ୟୁଏଇ କୁOdisha Sports BureauSeptember 10, 2025 by Odisha Sports BureauSeptember 10, 2025055 ନୂଆଦିଲ୍ଲୀ:- ଏସିଆ କପ୍ର ୧୭ଶ ସଂସ୍କରଣରେ ଅଭିଯାନ ଆରମ୍ଭ କରିବ ଗତଥରର ଚମ୍ପିଆନ୍ ଭାରତ । ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ ଏହାର ପ୍ରଥମ ମ୍ୟାଚ୍ରେ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)କୁ ଭେଟିବ।...
Cricketଶ୍ରେୟସ ଆୟାର ଅଷ୍ଟ୍ରେଲିଆ ଏ’ ବିପକ୍ଷରେ ହେବାକୁ ଥିବା ଦୁଇଟି ଦିନିଆ ମ୍ୟାଚ୍ରେ ଭାରତ ଏ’ ଦଳର ନେତୃତ୍ୱ ନେବେOdisha Sports BureauSeptember 7, 2025 by Odisha Sports BureauSeptember 7, 2025060 ନୂଆଦିଲ୍ଲୀ:- ଏସିଆ କପ୍ ୨୦୨୫ ଟିମ୍ ଇଣ୍ଡିଆରୁ ବାଦ୍ ପଡିଥିବା ଷ୍ଟାର ଖେଳାଳି ଶ୍ରେୟସ ଆୟରଙ୍କୁ ବିସିସିଆଇ ଦେଇଛି ବଡ଼ ଦାୟିତ୍ବ । ବିସିସିଆଇର ବରିଷ୍ଠ ଚୟନକର୍ତ୍ତା କମିଟି ଅଷ୍ଟ୍ରେଲିଆ ଏ ବିପକ୍ଷରେ ଖେଳାଯିବାକୁ...
Cricketଜାପାନକୁ ୩-୨ ଗୋଲରେ ପରାସ୍ତ କରି ଲଗାତାର ଦ୍ୱିତୀୟ ବିଜୟ ହାସଲ କରିଛି ଭାରତOdisha Sports BureauAugust 31, 2025 by Odisha Sports BureauAugust 31, 2025080 ବିହାର:- ହକି ଏସିଆ କପ୍ ୨୦୨୫ର ପୁଲ୍ ଏ ଗ୍ରୁପର ରୋମାଞ୍ଚକର ମୁକାବିଲାରେ ମଜବୁତ ଭାରତୀୟ ପୁରୁଷ ହକି ଦଳ ଜାପାନକୁ ୩-୨ ଗୋଲରେ ପରାସ୍ତ କରି ଲଗାତାର ଦ୍ୱିତୀୟ ବିଜୟ ହାସଲ କରିଛି।...