ଏସିଆନ୍ ରିଲେ ଚାମ୍ପିଅନସିପରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି ଭାରତୀୟ ପୁରୁଷ ଓ ମହିଳା ଦଳ
ବ୍ୟାଙ୍କକ୍: ବ୍ୟାଙ୍କକରେ ଅନୁଷ୍ଠିତ ଏସିଆନ୍ ରିଲେ ଚାମ୍ପିଅନସିପରେ ଭାରତୀୟ ପୁରୁଷ ଓ ମହିଳା ଦଳ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ପ୍ୟାରିସ୍ ଅଲିମ୍ପିକ୍ସ ଟିକେଟ୍ କରାୟତ୍ତ କରିସାରିଥିବା ଭାରତର ୪ଗୁଣା୪୦୦ ମିଟର ରିଲେ ଦଳ...