ଭାରତର ମହାନ ବ୍ୟାଟସମ୍ୟାନ ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହ ଅଯୋଧ୍ୟାରେ ପହଞ୍ଚିଛନ୍ତି
ରିପୋର୍ଟର୍ସ ଟୁଡେ ବ୍ୟୁୁରୋ;-ଭାରତର ମହାନ ବ୍ୟାଟସମ୍ୟାନ ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହ ଅଯୋଧ୍ୟାରେ ପହଞ୍ଚିଛନ୍ତି। ଅନୁଷ୍କା ଶର୍ମା ଏବଂ ବିରାଟ କୋହଲି ସେମାନଙ୍କ ପରିବାର ସହିତ ଅଯୋଧ୍ୟାର ରାମ ମନ୍ଦିର...
