Cricketଶୁଭମନ ଗିଲ ଓ ରିଷବ ପନ୍ତଙ୍କ ଦମଦାର ଶତକOdisha Sports BureauSeptember 22, 2024September 22, 2024 by Odisha Sports BureauSeptember 22, 2024September 22, 20240117 ବ୍ୟୁରୋ : ଶୁଭମନ ଗିଲ ଓ ରିଷବ ପନ୍ତଙ୍କ ଦମଦାର ଶତକ । ବିଜୟର ଦ୍ବାରଦେଶରେ ଟିମ ଇଣ୍ଡିଆ । ଜିତିବାକୁ ଭାରତକୁ ଦରକାର ଆଉ ୬ ୱିକେଟ । ବାଂଲାଦେଶକୁ ବିଜୟ ପାଇଁ...
Cricketମହିଳା T-20 ବିଶ୍ୱକପ: ଭାରତ ଏବଂ ପାକିସ୍ଥାନ ମଧ୍ୟରେ କେଉଁ ଦିନ ହେବ ଲଢେଇOdisha Sports BureauSeptember 12, 2024 by Odisha Sports BureauSeptember 12, 20240138 ନୂଆଦିଲ୍ଲୀ: 3 ଅକ୍ଟୋବରରୁ ମହିଳା ଟି -20 ବିଶ୍ୱକପ 2024 ଆରମ୍ଭ ହେଉଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍ ବାଂଲାଦେଶ ଏବଂ ସ୍କଟଲ୍ୟାଣ୍ଡ ମଧ୍ୟରେ ଶାରଜାଠାରେ ଖେଳାଯିବ। ଏହି ପୁରା ଟୁର୍ଣ୍ଣାମେଣ୍ଟ ୟୁଏଇରେ ଖେଳାଯିବ। ଭାରତୀୟ...
Cricketସେମିଫାଇନାଲ ଜିତି ଏସିଆ କପ ଫାଇନାଲରେ ପ୍ରବେଶ କଲା ଭାରତୀୟ ମହିଳା କ୍ରିକେଟ ଦଳOdisha Sports BureauJuly 26, 2024 by Odisha Sports BureauJuly 26, 20240128 ବ୍ୟୁରୋ : ସେମିଫାଇନାଲ ଜିତି ଏସିଆ କପ ଫାଇନାଲରେ ପ୍ରବେଶ କଲା ଭାରତୀୟ ମହିଳା କ୍ରିକେଟ ଦଳ । ପ୍ରଥମ ସେମିଫାଇନାଲରେ ଭାରତ ୧୦ ୱିକେଟରେ ବାଂଲାଦେଶକୁ ପରାସ୍ତ କରିଛି । ଏହି ମ୍ୟାଚରେ...
Cricketବିଜୟରୁ ଭାରତର ବିଶ୍ୱକପ ଅଭିଯାନ ଆରମ୍ଭ, ୮ ୱିକେଟରେ ଆୟର୍ଲ୍ୟାଣ୍ଡକୁ ପରାସ୍ତ କଲା ଟିମ୍ ଇଣ୍ଡିଆOdisha Sports BureauJune 6, 2024 by Odisha Sports BureauJune 6, 20240141 ନ୍ୟୁୟର୍କ: ନ୍ୟୁୟର୍କରେ ଚାଲିଥିବା ଆଇସିସି ଟି-୨୦ ବିଶ୍ବକପରେ ଭାରତ ନିଜର ପ୍ରଥମ ମ୍ୟାଚରେ ଆୟର୍ଲାଣ୍ଡକୁ ୮ ୱିକେଟ୍ରେ ପରାସ୍ତ କରିଛି। ବୁଧବାର ଏହି ମ୍ୟାଚରେ ପ୍ରଥମ ବ୍ୟାଟିଂ କରିଥିବା ଆୟର୍ଲାଣ୍ଡ ମାତ୍ର ୯୬ ରନ...
Cricketମୁଖ୍ୟ ପ୍ରଶିକ୍ଷକ ହେବା ପାଇଁ ଗମ୍ଭୀରଙ୍କ ସବୁଜ ସଙ୍କେତOdisha Sports BureauJune 3, 2024 by Odisha Sports BureauJune 3, 20240179 ଚଳିତ ଆଇସିସି ଟିଟ୍ୱେଣ୍ଟି ବିଶ୍ୱକପ୍ ପରେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ରାହୁଲ ଡ୍ରାଭିଡ୍ଙ୍କ କାର୍ଯ୍ୟକାଳ ଶେଷ ହୋଇଯିବ। ଦ୍ରାବିଡ୍ଙ୍କ କାର୍ଯ୍ୟକାଳ ଶେଷ ହେଉଥିବାରୁ ବିସିସିଆଇ ମଧ୍ୟ ନୂଆ ହେଡ୍ କୋଚ୍ ପାଇଁ ପ୍ରକ୍ରିୟା...
Cricketଟି-୨୦ ବିଶ୍ୱକପ୍ ଚାମ୍ପିୟନ୍ ଦଳକୁ ମିଳିବ ପୁଳାପୁଳା ଟଙ୍କା: ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟOdisha Sports BureauMay 31, 2024 by Odisha Sports BureauMay 31, 20240175 ଟି-୨୦ ବିଶ୍ୱକପ ଆରମ୍ଭ ହେବାକୁ ମଝିରେ ଆଉ ମାତ୍ର ଗୋଟିଏ ଦିନ ବାକି ଅଛି। ଏହି ଟୁର୍ନାମେଣ୍ଟ ଜୁନ 2ରୁ ଆରମ୍ଭ ହେଉଛି। ଏଥର ଟି-୨୦ ବିଶ୍ୱକପ ଆମେରିକା ଏବଂ ୱେଷ୍ଟଇଣ୍ଡିଜ ଦ୍ୱାରା ଆୟୋଜିତ...
Cricketଟି-୨୦ ବିଶ୍ୱକପ୍ ପାଇଁ ଲଞ୍ଚ୍ ହେଲା ଟିମ୍ ଇଣ୍ଡିଆର ଜର୍ସି: ଏହି ଲୁକ୍ରେ ନଜର ଆସିବେ ଖେଳାଳିOdisha Sports BureauMay 7, 2024May 7, 2024 by Odisha Sports BureauMay 7, 2024May 7, 20240156 ଟି-୨୦ ବିଶ୍ଵକପ୍ ୨୦୨୪କୁ ଆଉ ଗୋଟିଏ ମାସରୁ କମ ସମୟ ବାକି ରହିଛି। ଏହା ପୂର୍ବରୁ ଭାରତୀୟ ଦଳର ଜର୍ସି ଲଞ୍ଚ୍ ହୋଇଛି॥ ଭାରତୀୟ ଦଳର ଜର୍ସି ବିଶ୍ୱ କ୍ରୀଡ଼ା ପୋଷାକ ବ୍ରାଣ୍ଡ ଆଡିଡାସ...
CricketIPLରେ ଶ୍ରେଷ୍ଠ ଅଧିନାୟକ ICCରେ ଫେଲ୍?Odisha Sports BureauNovember 20, 2023 by Odisha Sports BureauNovember 20, 20230172 ଅହମ୍ମଦାବାଦ: ଭାରତକୁ ତୃତୀୟ ବିଶ୍ଵକପ୍ ଟ୍ରଫି ଜିତାଇବାରେ ବିଫଳ ଅଧିନାୟକ ରୋହିତ ଶର୍ମା। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଟିମ୍ ବିଶ୍ୱକପ୍ ଫଅଇନାଲରେ ଶୋଚନୀୟ ପରାଜୟର ସାମ୍ନା କରିଛି । ଆଉ ୬ଷ୍ଠ ଥର...
Cricketସେମିଫାଇନାଲ ଜିତି ୱାର୍ଲଡକପ୍ ବୁକରେ ନିଜ ନାଁ ଛାପିବ ଭାରତOdisha Sports BureauNovember 14, 2023 by Odisha Sports BureauNovember 14, 20230143 ଆସନ୍ତା କାଲି ବିଶ୍ବକପର ପ୍ରଥମ ସେମିଫାଇନାଲ୍ । ମୁମ୍ବାଇର ୱାଙ୍ଖଡେରେ ନ୍ୟୁଜିଲାଣ୍ଡକୁ ଭେଟିବ ଭାରତ । ସେମିଫାଇନାଲ୍ ଜିତି ଫାଇନାଲ୍ ଟିକେଟ ହାତେଇବା ଲକ୍ଷ୍ୟରେ ରହିଛି ରୋହିତ ବାହିନୀ । ତାପୂର୍ବରୁ ଝାଳବୁହା ଅଭ୍ୟାସ...
Cricket୯ରୁ ୯ ଜିତି ଭାରତର ରେକର୍ଡ, ବିଶ୍ୱକପରେ ଟିମ୍ ଇଣ୍ଡିଆର ବଡ଼ ବିଜୟOdisha Sports BureauNovember 13, 2023 by Odisha Sports BureauNovember 13, 20230160 ୯ରୁ ୯ ଜିତି ଭାରତର ରେକର୍ଡ, ବିଶ୍ୱକପରେ ଟିମ୍ ଇଣ୍ଡିଆର ବଡ଼ ବିଜୟ । ଶେଷ ଲିଗ୍ ମ୍ୟାଚରେ ନେଦରଲାଣ୍ଡସକୁ ୧୬୦ ରନରେ ପରାସ୍ତ କରିଛି ରୋହିତ ବାହିନୀ । ଏଥିସହ ଲିଗ୍ ପର୍ଯ୍ୟାୟର...