Cricketଇଂଲଣ୍ଡ ଗସ୍ତ ପୂର୍ବରୁ ବିସିସିଆଇରେ ହୋଇପାରେ ବଡ଼ ପରିବର୍ତ୍ତନOdisha Sports BureauJune 3, 2025 by Odisha Sports BureauJune 3, 2025020 ନୂଆଦିଲ୍ଲୀ-: ଇଂଲଣ୍ଡ ଗସ୍ତ ପୂର୍ବରୁ ବିସିସିଆଇରେ ହୋଇପାରେ ବଡ଼ ପରିବର୍ତ୍ତନ । ରୋଜର ବିନ୍ନିଙ୍କ ପରେ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ)ର ଅନ୍ତରୀଣ ସଭାପତି ହୋଇପାରନ୍ତି ରାଜୀବ ଶୁକ୍ଳା । ବିସିସିଆଇର ସଭାପତି...