ମୁହାଁମୁହିଁ ହେବେ ପଞ୍ଜାବ କିଙ୍ଗ୍ସ ଓ ଗୁଜରାଟ ଟାଇଟନ୍ସ : ଜିତ୍ ସାଙ୍ଗକୁ କନଫର୍ମ ହେବ ପ୍ଲେ-ଅଫ୍ ଟିକେଟ
ମୁମ୍ବାଇ: ଆଜି ଆଇପିଏଲ୍ର ୪୮ତମ ଲିଗ୍ ମୁକାବିଲାରେ ମୁହାଁମୁହିଁ ହେବେ ପଞ୍ଜାବ କିଙ୍ଗ୍ସ ଓ ଗୁଜରାଟ ଟାଇଟନ୍ସ । ଏହି ମ୍ୟାଚ୍ ଜିତିଲେ ଟାଇଟନ୍ସ ପ୍ରଥମ ଦଳ ଭାବେ ପ୍ଲେ-ଅଫ୍ରେ ପ୍ରବେଶ କରିବ ।...