୫ ୱିକେଟ୍ରେ ସନ୍ରାଇଜର୍ସ ହାଇଦ୍ରାବାଦକୁ ହରାଇ ପ୍ରଥମ ବିଜୟ ପାଇଛି ଲକ୍ଷ୍ନୌ ସୁପର ଜାଏଣ୍ଟସ୍
ହାଇଦ୍ରାବାଦ : ଚଳିତ ଆଇପିଏଲ୍ରେ ଋଷଭ ପନ୍ତଙ୍କ ନେତୃତ୍ବାଧୀନ ଲକ୍ଷ୍ନୌ ସୁପର ଜାଏଣ୍ଟସ୍ ଗୁରୁବାର ୫ ୱିକେଟ୍ରେ ସନ୍ରାଇଜର୍ସ ହାଇଦ୍ରାବାଦକୁ ହରାଇ ପ୍ରଥମ ବିଜୟ ପାଇଛି। ୧୯୧ ରନ୍ର ବିଜୟ ଲକ୍ଷ୍ୟକୁ ଏହି ଦଳ...
