Cricketଭାରତୀୟ ଦ୍ରୁତ ବୋଲର ଖଲିଲ ଅହମ୍ମଦଙ୍କୁ ଚେତାବନୀOdisha Sports BureauOctober 30, 2018 by Odisha Sports BureauOctober 30, 201801262 ନବାଗତ ବାମହାତୀ ଭାରତୀୟ ଦ୍ରୁତ ବୋଲର ଖଲିଲ୍ ଅହମ୍ମଦଙ୍କୁ ଆଇସିସି ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗରେ ଚେତାବନୀ ଦିଆଯାଇଛି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ସୋମବାର ଏଠାରେ ଅନୁଷ୍ଠିତ ୪ର୍ଥ ଦିନିକିଆ ମ୍ୟାଚ୍ ସମୟରେ ଖଲିଲ୍...