କଳିଙ୍ଗ ଷ୍ଟାଡିୟମରେ ଟେନିସ ସେଣ୍ଟରକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର : ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ସ୍ପୋର୍ଟସ କମ୍ପ୍ଲେକ୍ସରେ ଯୋଡି ହେବ ଆନ୍ତର୍ଜାତିକ ସ୍ତରର ଟେନିସ ସେଣ୍ଟର । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଇଟିଏଫ ସ୍ୱୀକୃତି ପ୍ରାପ୍ତ କୋର୍ଟ ଥିବା ବିଶ୍ୱସ୍ତରୀୟ...