Cricketକୋହଲିଙ୍କୁ ଫିଲ୍ଡିଂ ସମୟରେ ଆଣ୍ଠୁରେ ଲାଗିଲା ଆଘାତOdisha Sports BureauMay 22, 2023 by Odisha Sports BureauMay 22, 20230108 ନୂଆଦିଲ୍ଲୀ: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଏବଂ ଗୁଜୁରାଟ ଟାଇଟାନ୍ସ ମଧ୍ୟରେ ଚାଲିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ମ୍ୟାଚ୍ ସମୟରେ ବିରାଟ କୋହଲିଙ୍କ ଆଣ୍ଠୁରେ ଆଘାତ ଲାଗିଛି। ବିରାଟ ଏକ ଶତକ ସ୍କୋର...