Cyclingଜର୍ମାନୀରେ ପଦକ ଜିତିଲେ ଚାଷୀର ଝିଅ କଳ୍ପନାOdisha Sports BureauJune 23, 2023 by Odisha Sports BureauJune 23, 20230159 ଭୁବନେଶ୍ୱର: ଜର୍ମାନିର ବର୍ଲିନରେ ଚାଲିଥିବା ସ୍ବତନ୍ତ୍ର ଅଲିମ୍ପିକ୍ସ ବିଶ୍ବ କ୍ରୀଡ଼ାରେ ଓଡ଼ିଆ ଝିଅ କଳ୍ପନା ଜେନା ରୌପ୍ୟ ପଦକ ଜିତି ରାଜ୍ୟର ଗୌରବ ବଢ଼ାଇଛନ୍ତି। ୨ କିଲୋମିଟର ଟିମ୍ ଟ୍ରାଏଲ୍ ସାଇକ୍ଲିଂରେ କଳ୍ପନା ୫:୪୨.୪୨...