Tag : Odisha

Hockey

ହକି ହିରୋଙ୍କୁ ଜୋରଦାର ସ୍ୱାଗତ

Odisha Sports Bureau
ଭୁବନେଶ୍ୱର: ହକି ହିରୋଙ୍କୁ ଜୋରଦାର ସ୍ୱାଗତ । ଭୁବନେଶ୍ୱରରେ ପହଞ୍ଚିଲେ ପ୍ୟାରିସ୍ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମ୍ । ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ ଖେଳାଳିଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା...
Swimming

ତୃତୀୟ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେବ ଜାତୀୟ ସନ୍ତରଣ ପ୍ରତିଯୋଗିତା

Odisha Sports Bureau
ଭୁବନେଶ୍ୱର : ଆସନ୍ତା ୬ ଅଗଷ୍ଟ, ୨୦୨୪ ରିଖ ଠାରୁ ୧୧ ଅଗଷ୍ଟ, ୨୦୨୪ ରିଖ ପର୍ଯ୍ୟନ୍ତ ଓଡ଼ିଶାର କଳିଙ୍ଗ ଷ୍ଟାଡିୟମ୍ ସ୍ଥିତ ଇନଡୋର୍ ଜଳକ୍ରୀଡା କେନ୍ଦ୍ରରେ ୪୦ ତମ ସବ-ଜୁନିୟର ଏବଂ ୫୦...
Football

ଉଦଯାପିତ ହେଲା ବାର୍ଷିକ ଫୁଟବଲ ପ୍ରତିଯୋଗିତା ; ଭାଲୁରୁଗାଁକୁ ହରାଇ ତଳପଡା ଚାମ୍ପିୟନ

Odisha Sports Bureau
କନ୍ଧମାଳ / ମୃତ୍ୟୁଞ୍ଜୟ ଦିଗାଲ :   କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କାଶିନିପଦର ଗ୍ରାମପଞ୍ଚାୟତ ବରେବାଟା ଠାରେ ଥିବା ମିନିଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଥିବା ପ୍ରଥମ ବାର୍ଷିକ ଲିଗ୍ ଫୁଟବଲ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି...
Uncategorized

ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ବ୍ରୋଞ୍ଜ ପଦକ

Odisha Sports Bureau
ଅଲିମ୍ପିକ୍ସରେ ଭାରତକୁ ମିଳିଲା ଆଉ ଏକ ପଦକ । ୫୦ ମିଟର ରାଇଫଲ ସୁଟିଂରେ ସ୍ୱପ୍ନିଲ କୁଶାଲେଙ୍କୁ ବ୍ରୋଞ୍ଜ ପଦକ । ଭାରତ ପାଇଁ ତୃତୀୟ ପଦକ ହାସଲ କଲେ ସୁଟର । ପ୍ରଥମ...
Hockey

ପୂର୍ବାଞ୍ଚଳ ଉପକନିଷ୍ଠ ହକିରେ ଓଡ଼ିଶା ବାଳକଙ୍କୁ ସ୍ବର୍ଣ୍ଣ, ବାଳିକାଙ୍କୁ ରୌପ୍ୟ

Odisha Sports Bureau
ଆସାମ: ଆସାମର ‌ଗୁଆହାଟୀଠାରେ ଆୟୋଜିତ ଦ୍ବିତୀୟ ପୂର୍ବାଞ୍ଚଳ ଉପକନିଷ୍ଠ ହକିରେ ଓଡ଼ିଶା ବାଳକ ଦଳ ସ୍ବର୍ଣ୍ଣ ପଦକ ଜିତିଥିଲା ବେଳେ ବାଳିକା ଦଳ ରୌପ୍ୟ ପଦକ ହାସଲ କରିଛନ୍ତି। ଓଡ଼ିଶା ବାଳକ ଦଳ ଫାଇନାଲ୍‌ରେ...
Cricket

ଆମେରିକାର ଦୃଷ୍ଟିବାଧିତ ଛାତ୍ରୀ ମାନଙ୍କୁ କ୍ରିକେଟ ଖେଳ ବିଷୟରେ ତାଲିମ ଦେବେ କୋରାପୁଟ ଫୁଅ

କୋରାପୁଟ/ ଦଶରଥ ମାଛ: ଆମେରିକାର ପିଲାଙ୍କୁ କ୍ରିକେଟ ଉପରେ କୋଚିଂ ଦେବେ ଭାରତୀୟ ଦୃଷ୍ଟିବାଧିତ କ୍ରିକେଟର ସୁଖରାମ ମାଝି ଓ ନକୁଳ ବଡ ନାୟକ । ଭାରତ ଭଳି ଆମେରିକାରେ ଦୃଷ୍ଟିବାଧିତ କ୍ରିକେଟ ଟିମ...
Cricket

ବଢ଼ିବାରେ ଲାଗିଛି ‘ଭୁବନେଶ୍ବର ଏ’ କ୍ରିକେଟ ଟିମର ଖେଳାଳି ଚୟନ ବିବାଦ

ବ୍ୟୁରୋ : ବଢ଼ିବାରେ ଲାଗିଛି ‘ଭୁବନେଶ୍ବର ଏ’ କ୍ରିକେଟ ଟିମର ଖେଳାଳି ଚୟନ ବିବାଦ | କୋଚଙ୍କ ବିରୋଧରେ ପକ୍ଷପାତିତା ଅଭିଯୋଗ କରିଛନ୍ତି ‘ଭୁବନେଶ୍ବର ଏ’ କ୍ରିକେଟ ଟିମର ଖେଳାଳି ଆୟୁଷ ମହାନ୍ତିଙ୍କ ବାପା...
Hockey

କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ନାଭାଲ ଟାଟା ହକି ଗ୍ରାସରୁଟ୍ ଲିଗ୍ ଚାମ୍ପିୟନସିପର ଚତୁର୍ଥ ସଂସ୍କରଣ ଆରମ୍ଭ

Odisha Sports Bureau
ଭୁବନେଶ୍ୱର: ତୃଣମୂଳସ୍ତରର ଯୁବ ହକି ପ୍ରତିଭାଙ୍କୁ ଚିହ୍ନଟ କରି ସେମାନଙ୍କୁ ପ୍ରୋତ୍ସାହିତ କରିବା ଏବଂ ଦକ୍ଷ ଖେଳାଳିଙ୍କ ଏକ ମଜବୁତ ପାଇପ୍ ଲାଇନ୍ ସୃଷ୍ଟି କରିବା ଲକ୍ଷ୍ୟ ନେଇ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା...
Cricket

ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ପରେ ରବୀନ୍ଦ୍ର ଜାଡେଜା ଟି-୨୦ ଫର୍ମାଟରୁ ନେଲେ ବିଦାୟ

Odisha Sports Bureau
ମୁମ୍ବାଇ: ଶନିବାର ଠାରୁ ଭାରତ ଟି-୨୦ ବିଶ୍ୱକପ ଜିତି ଇତିହାସ ରଚି ସାରିଛି। ହେଲେ ବିଶ୍ୱକପ ଜିତିବାରୁ ଖୁସି ଏବେ ବି ଦେଶବାସୀ ବିଭିନ୍ନ ଉପାୟରେ ପାଳନ କରୁଛନ୍ତି। ବିଶ୍ୱ ବିଜେତା ଟିମ ବାର୍ବଡସରୁ...
Uncategorized

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର:  କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର କ୍ରୀଡ଼ା ବ୍ୟବସ୍ଥା ଓ ଭିତ୍ତିଭୂମିର ସମୀକ୍ଷା କରିଛନ୍ତି। ପୂର୍ବାହ୍ନ ୧୦ ଘଟିକା ସମୟରେ...