୨୦୩୬ରେ ଅଲିମ୍ପିକ୍ସ ଆୟୋଜନ କରିବା ପାଇଁ କମିଟିକୁ ଚିଠି କଲା ଭାରତୀୟ ଅଲିମ୍ପିକ୍ସ ସଂଘ
ନୂଆଦିଲ୍ଲୀ: ୨୦୩୬ରେ ଅଲିମ୍ପିକ୍ସ ଆୟୋଜନ ପାଇଁ ଭାରତର ପ୍ରଥମ ପଦକ୍ଷେପ। ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟିକୁ ଚିଠି କଲା ଭାରତୀୟ ଅଲିମ୍ପିକ୍ସ ସଂଘ। ଆୟୋଜନ ପାଇଁ ଇଚ୍ଛୁକ ଦର୍ଶାଇ ଔପଚାରିକ ଭାବେ ଚିଠି।ଅଲିମ୍ପିକ୍ସ ସହ ପାରା...