ଆଣ୍ଠୁ ଜନିତ ସମସ୍ୟା ପାଇଁ ସ୍ପୋର୍ଟ୍ସ ଅର୍ଥୋପେଡିକ୍ସଙ୍କ ପରାମର୍ଶ ନେବେ ଧୋନି
ଚେନ୍ନାଇ: ସିଏସକେ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ଆହତ ଆଣ୍ଠୁର ଚିକିତ୍ସା ପାଇଁ ମୁମ୍ବାଇସ୍ଥିତ ସ୍ପୋର୍ଟ୍ସ ଅର୍ଥୋପେଡିକ୍ସ ଡାକ୍ତରଙ୍କ ପରାମର୍ଶ ନେବେ। ଚଳିତ ଆଇପିଏଲ୍ର ସମସ୍ତ ମ୍ୟାଚ୍ଗୁଡ଼ିକରେ ଧୋନି ଆଣ୍ଠୁ ଉପରେ ପଟି ବାନ୍ଧି...