Cricketଦିଲ୍ଲୀ କ୍ୟାପିଟାଲ୍ସକୁ ୧୫ ରନ୍ରେ ପରାସ୍ତ କଲା ରାଜସ୍ଥାନ ରୟାଲ୍ସOdisha Sports BureauApril 23, 2022 by Odisha Sports BureauApril 23, 20220138 ଦିଲ୍ଲୀ : ଆଇପିଏଲ୍-୨୦୨୨ର ୩୪ତମ ମ୍ୟାଚ୍ ରୋମାଞ୍ଚକର ହୋଇଛି । ସ୍ଥାନୀୟ ୱାଙ୍ଖେଡେ ଷ୍ଟାଡିୟମ୍ରେ ଶୁକ୍ରବାର ଦିଲ୍ଲୀ କ୍ୟାପିଟାଲ୍ସକୁ ରାଜସ୍ଥାନ ରୟାଲ୍ସ ୧୫ ରନ୍ରେ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ମାତ୍ର...