Cricketଟେଷ୍ଟ କ୍ରିକେଟରେ ଇତିହାସ ରଚିଲେ ପାକିସ୍ତାନୀ କ୍ରିକେଟର ସାଉଦ ସକିଲOdisha Sports BureauJuly 26, 2023 by Odisha Sports BureauJuly 26, 2023071 କଲମ୍ବୋ: ଶ୍ରୀଲଙ୍କା ଓ ପାକିସ୍ତାନ ମଧ୍ୟରେ କଲମ୍ବୋରେ ଖେଳାଯାଉଥିବା ଦ୍ବିତୀୟ ଟେଷ୍ଟରେ ଅର୍ଦ୍ଧଶତକ ହାସଲ କରି ଇତିହାସ ରଚିଛନ୍ତି ପାକିସ୍ତାନୀ ବ୍ୟାଟ୍ସମ୍ୟାନ ସାଉଦ୍ ସକିଲ । ସକିଲ ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ୭...