ଭାଇରାଲ୍ ଭିଡ଼ିଓ ଦେଖି ସମସ୍ତେ ତାଜୁବ୍, ସୁରକ୍ଷା ଭାଙ୍ଗି ରୋହିତଙ୍କ ହାତ ଧରିଦେଲେ ମହିଳା
ନୂଆଦିଲ୍ଲୀ: ସୋସିଆଲ୍ ମିଡିଆରେ ଏକ ଭିଡିଓ ଏବେ ଖୁବ୍ ଭାଇରାଲ୍ ହେଉଛି, ଯେଉଁଥିରେ ଜଣେ ମହିଳା କଡ଼ା ସୁରକ୍ଷାକୁ ଭାଙ୍ଗି ଟିମ୍ ଇଣ୍ଡିଆର ପୂର୍ବତନ କ୍ୟାପ୍ଟେନ୍ ରୋହିତ ଶର୍ମାଙ୍କ ପାଖରେ ପହଞ୍ଚୁଥିବା ଦେଖାଯାଇଛି। ଏହି...
