ଇଣ୍ଡୋନେସିଆ ଓପନ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ୨୦୨୫ର କ୍ଵାଟର ଫାଇନାଲରେ ଭାରତ ପରାସ୍ତ
ନୂଆଦିଲ୍ଲୀ-: ଇଣ୍ଡୋନେସିଆ ଓପନ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ୨୦୨୫ର କ୍ଵାର୍ଟର ଫାଇନାଲରୁ ଭାରତର ଏକ ନମ୍ବର ପୁରୁଷ ଯୁଗଳ ଯୋଡ଼ି ସାତ୍ୱିକସାଇରାଜ ରାଙ୍କିରେଡ୍ଡି ଏବଂ ଚିରାଗ ସେଟ୍ଟି ବିଦାୟ ନେଇଛନ୍ତି । ଏଥି ସହିତ ପ୍ରତିଯୋଗିତାରୁ...