Cricketଆଜି ନବୀନଙ୍କୁ ଭେଟିବେ ସୌରଭ ଦାଦା Odisha Sports BureauJune 12, 2022 by Odisha Sports BureauJune 12, 20220144 ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ସୌରଭ ଗାଙ୍ଗୁଲି । ଅପରାହ୍ନ ୨ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି । ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅପରାହ୍ନ ୫ଟାରେ ସାକ୍ଷାତ...