ଭାରତୀୟ କ୍ରିକେଟ ଦଳର ନୂଆ ଜର୍ସିକୁ ଜେଠାଲାଲଙ୍କ ପୋଷାକ ସହ ତୁଳନା
ନୂଆଦିଲ୍ଲୀ: ଧର୍ମଶାଳାରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଟ୍ବେଣ୍ଟି-୨୦ ବିଶ୍ବକପ୍ ଲାଗି ଭାରତୀୟ କ୍ରିକେଟ୍ ଦଳର ନୂଆ ଜର୍ସିର ଉନ୍ମୋଚନ କରାଯାଇଥିବା ଭାରତୀୟ ଦଳର କିଟ୍ ପ୍ରାୟୋଜକ ‘ଆଡିଡାସ୍’ ଭିଡିଓ ପ୍ରକାଶ କରି ସୂଚନା ଦେଇଥିଲା।...
