ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବାକୁ ଭାରତ ଆସିବେ ପାକିସ୍ତାନର ପ୍ରତିନିଧି
ନୂଆଦିଲ୍ଲୀ : ଅକ୍ଟୋବର-ନଭେମ୍ବରରେ ହେବାକୁ ଥିବା ଦିନିକିଆ ବିଶ୍ବକପ୍ର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବା ପାଇଁ ପାକିସ୍ତାନର ଏକ ପ୍ରତିନିଧି ଦଳ ଭାରତକୁ ଆସିବ। ପାକିସ୍ତାନ ଖେଳିବାକୁ ଥିବା ଷ୍ଟାଡିୟମ୍ଗୁଡ଼ିକର ସୁରକ୍ଷା ବ୍ୟବସ୍ଥା ତଦାରଖ...