Runningତାଇୱାନ୍ ଓପନ୍ରେ ଭାରତକୁ ୬ ସ୍ବର୍ଣ୍ଣOdisha Sports BureauJune 8, 2025 by Odisha Sports BureauJune 8, 2025024 ତାଇୱାନ-: ତାଇୱାନ ଆଥଲେଟିକ୍ସ ଓପନ୍ ପ୍ରତିଯୋଗିତାରେ ଭାରତୀୟ ଖେଳାଳି ପ୍ରଥମ ଦିନ ୬ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଏସୀୟ ବିଜୟିନୀ ଜ୍ୟୋତି ୟାରାଜୀ ୧୦୦ ମିଟର୍ ବାଧାଦୌଡ଼ରେ ଚମତ୍କାର ସମୟ (୧୨.୯୯ ସେକେଣ୍ଡ୍) ସହ...