Cricketଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନ ଦୃଢ଼ ସ୍ଥିତିରେ ରହିଛି ଟିମ ଇଣ୍ଡିଆOdisha Sports BureauJuly 3, 2025 by Odisha Sports BureauJuly 3, 2025044 ଇଂଲଣ୍ଡ-: ଇଂଲଣ୍ଡ ବିପକ୍ଷ ବର୍ମିଂହାମ ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନ ଦୃଢ଼ ସ୍ଥିତିରେ ରହିଛି ଟିମ ଇଣ୍ଡିଆ । ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୫ ୱିକେଟ ହରାଇ ୩୧୦ ରନ...
Cricketଏଜ୍ବାଷ୍ଟନ୍ରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ୍ ପୂର୍ବରୁ ଭାରତୀୟ ଦଳର ଅଭ୍ୟାସ ଶିବିରରେ ହରପ୍ରୀତ ବ୍ରାର୍ଙ୍କୁ ଗେଷ୍ଟ୍ ବୋଲର ଭାବେ ସାମିଲ କରାଯାଇଛିOdisha Sports BureauJune 30, 2025 by Odisha Sports BureauJune 30, 2025037 ନୂଆଦିଲ୍ଲୀ-: ହରପ୍ରୀତ ବ୍ରାର୍ଙ୍କୁ ଭାରତୀୟ ଦଳର ଅଭ୍ୟାସ ଶିବିରରେ ଦେଖିବାକୁ ମିଳିଛି । ଏଜ୍ବାଷ୍ଟନ୍ରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ୍ ପୂର୍ବରୁ ନେଟ୍ସ ଲାଗି ତାଙ୍କୁ ଗେଷ୍ଟ୍ ବୋଲର ଭାବେ ସାମିଲ କରାଯାଇଛି ।...
Cricketରିଷଭ ପନ୍ତ ଓ କେ.ଏଲ ରାହୁଲଙ୍କ ଶତକ ସହାୟତାରେ ଭାରତ ୩୭୧ ରନ ବିଜୟ ଲକ୍ଷ୍ୟ ଇଂଲଣ୍ଡ ସମ୍ମୁଖରେ ରଖିଛିOdisha Sports BureauJune 24, 2025 by Odisha Sports BureauJune 24, 2025045 ଲୀଡ୍ସ-: ହେଡିଂଲେ ଖେଳାଯାଉଥିବା ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଭାରତୀୟ ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲ ଓ ଋଷଭ ପନ୍ତ ଦ୍ୱିତୀୟ ଇନିଂସରେ ଦମଦାର ଶତକ ହାସଲ କରି...
Cricketଗିଲ-ଜୈସ୍ୱାଲ-ପନ୍ତ ମାରିଲେ ଶତକOdisha Sports BureauJune 22, 2025 by Odisha Sports BureauJune 22, 2025044 ବ୍ୟୁରୋ-: ଲିଡ୍ସ ଟେଷ୍ଟର ଦ୍ୱିତୀୟ ଦିବସ ଖେଳ ବେଶ୍ ନାଟକୀୟ ରହିଛି। ପ୍ରଥମ ଘଣ୍ଟାଏରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ଓ ୱିକେଟ ରକ୍ଷକ ବ୍ୟାଟର୍ ଋଷଭ ପନ୍ତ ପରାକ୍ରମୀ କ୍ରିକେଟ୍ ଖେଳିଛନ୍ତି। ହେଲେ...
Uncategorizedଟେଷ୍ଟ କ୍ରିକେଟରୁ ସନ୍ୟାସ ନେଲେ ବିରାଟ କୋହଲିOdisha Sports BureauMay 12, 2025 by Odisha Sports BureauMay 12, 2025058 ନୂଆଦିଲ୍ଲୀ-: ଟେଷ୍ଟ କ୍ରିକେଟରୁ ଅବସର ନେଲେ ବିରାଟ କୋହଲି । ପୂର୍ବରୁ ଏନେଇ ବିସିସିଆଇକୁ ଅବଗତ କରାଇଥିବା ବେଳେ ଆଜି ବିଧିବଦ୍ଧ ଭାବେ ଟେଷ୍ଟରୁ ସନ୍ୟାସ ଗ୍ରହଣ କରିଛନ୍ତି ବିରାଟ । ଏନେଇ ନିଜ...
Cricketଟେଷ୍ଟ୍ କ୍ରିକେଟରେ ୭୦୦ ୱିକେଟ ନେଇ ରେକର୍ଡ କଲେ ଅଶ୍ୱିନOdisha Sports BureauJuly 13, 2023 by Odisha Sports BureauJuly 13, 20230147 ଡୋମିନିକା: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ଆରମ୍ଭ ହୋଇଯାଇଛି । ଏହି ମ୍ୟାଚରେ ପ୍ରଥମ ଦିନରେ ବିପକ୍ଷ ଟିମକୁ ଧୂଳି ଚଟାଇଛି ରୋହିତ ଶର୍ମାଙ୍କ ଟିମ୍ । ଅଶ୍ୱିନଙ୍କ ନେତୃତ୍ୱରେ ଭାରତୀୟ ବୋଲର ଭଲ...
Cricketୱେଷ୍ଟଇଣ୍ଡିଜର ଏହି ୩ ଖେଳାଳି ଟିମ୍ ଇଣ୍ଡିଆ ପାଇଁ ହୋଇପାରନ୍ତି ଘାତକ; ଜାଣନ୍ତୁ କିଏ?Odisha Sports BureauJuly 9, 2023 by Odisha Sports BureauJuly 9, 20230124 ନୂଆଦିଲ୍ଲୀ:ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଅନ୍ତିମ ମ୍ୟାଚ୍ ହରାଇବା ପରେ ଭାରତୀୟ ଦଳ ଏବେ ଏହାର ପରବର୍ତ୍ତୀ ମିଶନକୁ ଅଗ୍ରସର ହୋଇଛି। ଟିମ୍ ଇଣ୍ଡିଆ ବର୍ତ୍ତମାନ ୱେଷ୍ଟଇଣ୍ଡିଜରେ ଉପସ୍ଥିତ ଅଛନ୍ତି । ଜୁଲାଇ ୧୨ ରୁ...
Cricketଟେଷ୍ଟ କ୍ରିକେଟରୁ ଅବସର ନେବେ ଡେଭିଡ ୱାର୍ଣ୍ଣରOdisha Sports BureauJune 3, 2023 by Odisha Sports BureauJune 3, 20230109 ନୂଆଦିଲ୍ଲୀ: ଅଷ୍ଟ୍ରେଲୀୟ କ୍ରିକେଟ୍ ଦଳର ବରିଷ୍ଠ ଖେଳାଳି ଡେଭିଡ ୱାର୍ଣ୍ଣର ଟେଷ୍ଟ କ୍ରିକେଟରୁ ଅବସର ନେବେ ବୋଲି ଆଇସିସି ନିଜ ଅଧିକାରୀକ ୱେବସାଇଟରେ ଏହି ସୂଚନାକୁ ସେୟାର କରିଛି। ୱାର୍ଣ୍ଣର ଆଶେସ୍ ସିରିଜ୍ ଏବଂ...