ବାହାନଗା ଟ୍ରେନ୍ ଟ୍ରାଜେଡି: ପୀଡ଼ିତଙ୍କ ଚିକିତ୍ସା ପାଇଁ ୧ଲକ୍ଷ ଟଙ୍କା ଦାନ କଲେ ଚହଲ
ବାହାନଗା ଟ୍ରେନ୍ ଦୁର୍ଘଟଣାରେ ୨୭୫ ଲୋଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧୦୦ରୁ ଅଧିକ ଆହତ ହୋଇଛନ୍ତି । ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କୁ ପରିବାର ଲୋକେ ହସପିଟାଲରେ ପହଞ୍ଚି ମୃତଦେହକୁ ଗ୍ରହଣ କରୁଛନ୍ତି...
