ଅଶୋକ ଦଣ୍ଡସେନାଙ୍କୁ ସ୍ୱର୍ଣ୍ଣ ଏବଂ ସୁସ୍ମିତା ଟିଗାଙ୍କୁ ରୌପ୍ୟ ପଦକ
ଭୁବନେଶ୍ୱର-: ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା ଟିଗା ରାଜ୍ୟ ପୋଲିସ ପାଇଁ ଆଣିଛନ୍ତି...