ଟି-୨୦ ସିରିଜ ଜିତିଲା ଟିମ୍ ଇଣ୍ଡିଆ : ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଇତିହାସ ସୃଷ୍ଟି କଲେ ସ୍ପିନର
ନୂଆଦିଲ୍ଲୀ : ଘରୋଇ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଭାରତ ୪-୧ରେ ଟି-୨୦ ସିରିଜ ଜିତିଛି। ରବିବାର ପଞ୍ଚମ ମ୍ୟାଚରେ ଭାରତ ୮୮ ରନରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରିଥିଲା । ଏହି ମ୍ୟାଚରେ ଭାରତୀୟ ସ୍ପିନରମାନେ ଏକ...