Tag : winning moment

Cricket

ଜାଡେଜାଙ୍କୁ କାଖେଇଲେ ଧୋନି, ଭାବୁକ ହେଲେ ଫ୍ୟାନ୍ସ

ଅହମଦାବାଦ: ମହେନ୍ଦ୍ର ସିଂହ ଧୋନିଙ୍କ ସମ୍ଭାବ୍ୟ ଶେଷ ଆଇପିଏଲ୍ ଟ୍ରଫି ଜିତିବା ସ୍ବପ୍ନ ସାକାର ହୋଇଛି। ନରେନ୍ଦ୍ର ମୋଦୀ ଷ୍ଟାଡିୟମ୍ରେ ଚେନ୍ନାଇ ୫ ୱିକେଟ୍ରେ ଗତଥରର ବିଜେତା ଗୁଜରାଟ ଟାଇଟନ୍ସକୁ ଶେଷ ବଲ୍ରେ ପରାସ୍ତ...