Cricketଭାରତୀୟ ମହିଳା କ୍ରିକେଟ ଦଳର ସ୍ମୃତି ମାନ୍ଧାନା ବିରଳ ରେକର୍ଡର ଅଧିକାରିଣୀ ହୋଇଛନ୍ତିOdisha Sports BureauJune 30, 2025 by Odisha Sports BureauJune 30, 2025012 ନୂଆଦିଲ୍ଲୀ-: ଭାରତୀୟ ମହିଳା କ୍ରିକେଟ ଦଳର ସ୍ମୃତି ମାନ୍ଧାନା ବିରଳ ରେକର୍ଡର ଅଧିକାରିଣୀ ହୋଇଛନ୍ତି । ଅନ୍ତର୍ଜାତୀୟ କ୍ରିକେଟର ୩ଟି ଯାକ ଫର୍ମାଟରେ ସେ ଶତକ ହାସଲ କରିବାରେ ସଫଳତା ଅର୍ଜନ କରିଛନ୍ତି ।...