Cricket

ଡିସେମ୍ବର ୯ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ର ପ୍ରଥମ ମ୍ୟାଚ

କଟକ-: ବାରବାଟୀକୁ ପୁଣି ଫେରିଛି ଟି-୨୦। ଆସନ୍ତା ଡିସେମ୍ବର ୯ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ର ପ୍ରଥମ ମ୍ୟାଚ। ଏ ନେଇ ବିସିସିଆଇ ପୂର୍ବରୁ ଓସିଏ ସୂଚନା ଦେଇ ସାରିଥିବା ବେଳେ ଆଜି ବିଧିବଦ୍ଧ ଭାବେ ଖେଳସୂଚୀ ପ୍ରକାଶ ହୋଇଛି।

ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ସୋମବାର ୨୦୨୫ ପାଇଁ ଅନ୍ତର୍ଜାତୀୟ ଘରୋଇ ସିଜିନ୍ ଏବଂ ଦକ୍ଷିଣ ଆଫ୍ରିକା ‘ଏ’ର ଭାରତ ଗସ୍ତ ପାଇଁ ସଦ୍ୟତମ କାର୍ଯ୍ୟସୂଚୀ ଘୋଷଣା କରିଛି ଏବଂ ବିସିସିଆଇ ଦ୍ୱାରା ଘୋଷଣା କରାଯାଇଥିବା ଅନୁସାରେ, ଭାରତ ଗସ୍ତ ସମୟରେ, ଦକ୍ଷିଣ ଆଫ୍ରିକା ୫ଟି ଟି-୨୦ ମ୍ୟାଚ୍ ଖେଳିବ, ଯାହା ମଧ୍ୟରୁ ପ୍ରଥମ ଟି-୨୦ ମ୍ୟାଚ୍ ଓଡ଼ିଶାର କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ।

Related posts

କିଏ ପାଇବ ସୁଯୋଗ , ସଞ୍ଜୁ ସାମସନ ନା ଇଶାନ କିଷନ

Odisha Sports Bureau

ୱେଷ୍ଟ ଇଣ୍ଡିଜ ବିପକ୍ଷରେ ଟେଷ୍ଟ ଓ ଦିନିକିଆରୁ ବାଦ ପଡିଛନ୍ତି ପୂଜାର – ସଞ୍ଜୁ

କ୍ରିକେଟ ପରେ ଶିକ୍ଷକ ହେବେ ଧୋନୀ