Cricket

ଡିସେମ୍ବର ୯ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ର ପ୍ରଥମ ମ୍ୟାଚ

କଟକ-: ବାରବାଟୀକୁ ପୁଣି ଫେରିଛି ଟି-୨୦। ଆସନ୍ତା ଡିସେମ୍ବର ୯ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ର ପ୍ରଥମ ମ୍ୟାଚ। ଏ ନେଇ ବିସିସିଆଇ ପୂର୍ବରୁ ଓସିଏ ସୂଚନା ଦେଇ ସାରିଥିବା ବେଳେ ଆଜି ବିଧିବଦ୍ଧ ଭାବେ ଖେଳସୂଚୀ ପ୍ରକାଶ ହୋଇଛି।

ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ସୋମବାର ୨୦୨୫ ପାଇଁ ଅନ୍ତର୍ଜାତୀୟ ଘରୋଇ ସିଜିନ୍ ଏବଂ ଦକ୍ଷିଣ ଆଫ୍ରିକା ‘ଏ’ର ଭାରତ ଗସ୍ତ ପାଇଁ ସଦ୍ୟତମ କାର୍ଯ୍ୟସୂଚୀ ଘୋଷଣା କରିଛି ଏବଂ ବିସିସିଆଇ ଦ୍ୱାରା ଘୋଷଣା କରାଯାଇଥିବା ଅନୁସାରେ, ଭାରତ ଗସ୍ତ ସମୟରେ, ଦକ୍ଷିଣ ଆଫ୍ରିକା ୫ଟି ଟି-୨୦ ମ୍ୟାଚ୍ ଖେଳିବ, ଯାହା ମଧ୍ୟରୁ ପ୍ରଥମ ଟି-୨୦ ମ୍ୟାଚ୍ ଓଡ଼ିଶାର କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ।

Related posts

ଚର୍ଚ୍ଚାରେ ଚହଲଙ୍କ ୨୦୦ ୱିକେଟ୍ ମାଇଲ୍‌ଖୁଣ୍ଟ

Odisha Sports Bureau

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଘଣ୍ଟା ଜବତ

Odisha Sports Bureau

ଅଷ୍ଟ୍ରେଲିଆ ଖେଳାଳିଙ୍କୁ ଅସଦାଚରଣ ଅଭିଯୋଗ: ଏମସିସିର ୩ ସଦସ୍ୟ ନିଲମ୍ବିତ