Uncategorized

ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପରେ ଚମକିଲେ ଓଡ଼ିଆ ପୁଅ କିଶୋର ଜେନା

ହଙ୍ଗେରୀ ବୁଦାପେଷ୍ଟରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପରେ ଇତିହାସ ରଚିଛନ୍ତି ଓଡିଆ ପୁଅ କିଶୋର ଜେନା । ଜାଭେଲିନ ଥ୍ରୋ ଇଭେଣ୍ଟରେ କିଶୋର ଫାଇନାଲରେ ରାଉଣ୍ଡରେ ପହଞ୍ଚିଛନ୍ତି । ଯୋଗ୍ୟତା ପର୍ଯ୍ୟାୟ ବି ଗ୍ରୁପରେ ଥିବା କିଶୋର ୮୦.୫୫ ମିଟର ଦୂରତାକୁ ଜାଭେଲିନ ଫିଙ୍ଗ ଟପ୍ ୧୨ରେ ରହିଛନ୍ତି ।କିଶୋର ପ୍ରଥମ ଓଡ଼ିଆ ଭାବେ ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସପିରେ ଭାଗ ନେଇଥିବା ବେଳେ ଏବେ ଫାଇନାଲରେ ପ୍ରବେଶ କରିଛନ୍ତି।ସେ ଫାଇନାଲରେ ପ୍ରବେଶ କରିଥିବା ୧୨ ଜଣଙ୍କ ମଧ୍ୟରୁ ତାଲିକାର ୯ନଂ ସ୍ଥାନରେ ରହିଛନ୍ତି। ଜାଭେଲିନ୍ ଥ୍ରୋ କ୍ୱାଲିଫିକେସନ୍ ମ୍ୟାଚରେ ପ୍ରଥମେ ନୀରଜ ଚୋପ୍ରା ୮୮.୭୭ ମିଟର ଲମ୍ବା ଜଭେଲିନ ଫିଙ୍ଗି ଫାଇନାଲକୁ ପ୍ରବେଶ କରିଥିବା ସହ ପ୍ୟାରିସ୍ ଅଲମ୍ପିକ୍ସ ପାଇଁ ମଧ୍ୟ ଯୋଗ୍ୟତା ଅର୍ଜନ କରିଛନ୍ତି ।

 

Related posts

ୱାର୍ଲଡ ଚେସ୍ ଚାମ୍ପିୟନଶିପରେ ଚାମ୍ପିଅନ ହେଲେ ଡି ଗୁକେଶ : ବିଜୟ ପରେ କୋଟି କୋଟି ଟଙ୍କା ପୁରସ୍କାର

Odisha Sports Bureau

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ କ୍ରୀଡ଼ାବିତଙ୍କୁ ଅର୍ଥ ପୁରସ୍କାର

୯ତମ ଗଜପତି ଜିଲ୍ଲା ବିଦ୍ୟାଳୟ ସ୍ତରୀୟ ଖୋ-ଖୋ,କବାଡି, ଦୌଡକୁଦ, ଯୋଗାସନ ଓ ସତରଞ୍ଜ ପ୍ରତିଯୋଗିତା ଅନୁଷ୍ଠିତ

Odisha Sports Bureau